ରାଜ୍ୟ

କାଲି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: G20 ବ୍ରିଫିଂ ବୈଠକରେ ଯୋଗଦେବେ

ଭୁବନେଶ୍ବର(କେନ୍ୟୁଜ୍):  କାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ସଂଧ୍ୟା ୫ଟାରେ ରାଷ୍ଟ୍ରପତି ଭବନ କଲ୍‌ଚରାଲ ସେଣ୍ଟରରେ G20 ବ୍ରିଫିଂ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ।

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା ବୈଠକ ବସିବ । ଏଥିରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ଏଥିପାଇଁ କାଲି ସକାଳ ୧୦ଟା ୧୫ ମିନିଟ୍‌ରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଧ୍ୟାହ୍ନ ୧୨ଟା ୧୫ ମିନିଟ୍‌ରେ ଦିଲ୍ଲୀରେ ପହଞ୍ଚିବେ । ଆସନ୍ତା ୬ ତାରିଖରେ ଭୁବନେଶ୍ୱର ଫେରି ଆସିବେ ମୁଖ୍ୟମନ୍ତ୍ରୀ ।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

9 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

11 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

51 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago