ରାଜ୍ୟ

ବିଧାୟକଙ୍କ ଠାରୁ ଫିଡବ୍ୟାକ ନେବେ ନବୀନ: ତୃଣମୂଳ ସ୍ତରରେ ଯୋଜନା କାର୍ଯ୍ୟକାରୀ ଉପରେ ଫୋକସ

କେନ୍ୟୁଜ୍(ବ୍ୟୁରୋ): ମନ୍ତ୍ରୀ ଓ ବିଧାୟକଙ୍କୁ ଗୁରୁମନ୍ତ୍ର ଦେବେ ନବୀନ । ବିଧାୟକଙ୍କ ଠାରୁ ଫିଡବ୍ୟାକ ନେବେ । ଲୋକଙ୍କ ସମସ୍ୟା ଓ ଅସୁବିଧା ସଂପର୍କରେ ବି ତଥ୍ୟ ନେବେ । ରାଜ୍ୟ ସରକାରଙ୍କ ଯୋଜନା ତୃଣମୂଳ ସ୍ତରରେ କାର୍ଯ୍ୟକାରୀ ଉପରେ ରହିବ ଫୋକସ ।

ବିଜେଡି ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି କେତେଦୂର ପାଳନ ହୋଇଛି, ଆଉ କଣ ବାକି ରହିଛି ତାହା ଉପରେ ବି ଆଲୋଚନା ହେବ । ଆସନ୍ତା ୨୮ ତାରିଖରେ ମନ୍ତ୍ରୀ ଓ ବିଧାୟକଙ୍କୁ ଟ୍ରେନିଂ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ କାର୍ଯ୍ୟକ୍ରମ ଆୟୋଜିତ ହେବ ।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

21 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

35 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

50 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago