Below header

କିଶୋର ଜେନାଙ୍କୁ ଶୁଭେଚ୍ଛା ସହ ଦେଢ଼ କୋଟି ଟଙ୍କାର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କିଶୋର ଦେଶରେ ଉଦୀୟମାନ ଆଥଲେଟମାନଙ୍କ ପାଇଁ ପ୍ରେରଣାର ଉତ୍ସ । ଆସନ୍ତାବର୍ଷ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

କେନ୍ୟୁଜ୍(ବ୍ୟୁରୋ):  ଏସିଆନ୍ ଗେମ୍ସ ରୌପ୍ୟ ପଦକ ବିଜେତା କିଶୋର ଜେନାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଷି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ମେଡାଲ୍ ତାଙ୍କର ଉଚ୍ଚକୋଟୀର ପ୍ରଦର୍ଶନ, ଦୃଢ଼ତା ଓ ସଂକଳ୍ପକୁ ପ୍ରତିଫଳନ କରୁଛି ।

କିଶୋର ଦେଶରେ ଉଦୀୟମାନ ଆଥଲେଟମାନଙ୍କ ପାଇଁ ପ୍ରେରଣାର ଉତ୍ସ । ଆସନ୍ତାବର୍ଷ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ନୀରଜ ଚୋପ୍ରାଙ୍କୁ ବି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.