ଅଶ୍ୱିନୀଙ୍କ ରାଜ୍ୟସଭା ପ୍ରାର୍ଥି ଦ୍ୱନ୍ଦ୍ୱ ଉପରୁ ପରଦା ଉଠାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର କେନ୍ୟୁଜ୍: ଅଶ୍ୱିନୀ ବୈଷ୍ଣବଙ୍କ ରାଜ୍ୟସଭା ପ୍ରାର୍ଥିତ୍ୱ ଦ୍ୱନ୍ଦ୍ୱ ଉପରୁ ପରଦା ଉଠାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ ଅଶ୍ୱିନୀଙ୍କ ପ୍ରାର୍ଥୀତ୍ୱ ନେଇ ତାଙ୍କ ସହ କଥା ହୋଇଥିଲେ। ବିଜେଡି ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରୁଛି ବୋଲି କହିଛନ୍ତି ନବୀନ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.