ବିଜୟ ନେଇ ପିପିଲିବାସୀଙ୍କୁ ଆନ୍ତରିକ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ୟୁଜ୍(ବ୍ୟୁରୋ):ବିଧାନସଭା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କୁ ବିପୁଳ ଜନସମର୍ଥନ ଦେଇଥିବାରୁ ପିପିଲିବାସୀଙ୍କୁ ଆନ୍ତରିକ ଧନ୍ୟବାଦ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏଥସହ ଦଳର ସମସ୍ତ କର୍ମୀ ଓ ନେତୃବୃନ୍ଦଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ବିଜୁ ଜନତା ଦଳ ଆପଣମାନଙ୍କର ଦଳ । ଆପଣମାନଙ୍କ ସେବାରେ ଆମେ ସର୍ବଦା ସମର୍ପିତ ବୋଲି ଟ୍ଵିଟ କରି କହିଛନ୍ତି ନବୀନ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.