କେନ୍ୟୁଜ୍(ବ୍ୟୁରୋ): କରୋନା ଯୋଗୁଁ ପ୍ରଭାବିତ ହୋଇଛନ୍ତି ଗରିବ ଲୋକେ। ତେଣୁ ଗରିବମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୨୨ଶହ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ଏଥିରେ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଆଗୁଆ ୩ ମାସର ରାସନ ଦିଆଯିବ। ୯୪ ଲକ୍ଷ ପରିବାରଙ୍କୁ ୧ ହଜାର ଟଙ୍କା ଲେଖାଏଁ ସାହାଯ୍ୟ ପ୍ରଦାନ କରାଯିବ। ଏଥିରେ ଖର୍ଚ୍ଚ ହେବ ୯୪୦ କୋଟି ଟଙ୍କା। ସାମାଜିକ ସୁରକ୍ଷା ଯୋଜନାରେ ୪୮ ଲକ୍ଷ ହିତାଧିକାରୀଙ୍କୁ ଆଗୁଆ ୪ ମାସର ଭତ୍ତା ପ୍ରଦାନ କରାଯିବ। ଏଥିରେ ୯୩୨ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାସହ ୨୨ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ୧୫ଶହ ଟଙ୍କା ସହାୟତା ପ୍ରଦାନ କରାଯିବ। ଏଥିରେ ଖର୍ଚ୍ଚ ହେବ ୩୩୦ କୋଟି ଟଙ୍କା
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…