ମୁଖ୍ୟମନ୍ତ୍ରୀଙ୍କ ନୂଆଖାଇ ଉପହାର,ଆଜି ମିଳିବ କାଳିଆ ଟଙ୍କା

କେନ୍ୟୁଜ୍(ବ୍ୟୁରୋ):ଆଜି ମିଳିବ କାଳିଆ ଟଙ୍କା । ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇରେ କାଳିଆ ସହାୟତା ରାଶି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ରାଜ୍ୟର ୩୭ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ସହାୟତା ରାଶି ପ୍ରଦାନ କରାଯିବ । ୭୪୩ କୋଟି ଟଙ୍କା ଚାଷୀଙ୍କୁ ଦିଆଯିବ ।

ଚାଷୀଙ୍କ ପାଇଁ ରାଜ୍ୟ ସରକାରଙ୍କ କାଳିଆ ଯୋଜନା ସାରା ଦେଶରେ ମଡେଲ ହୋଇଛି। ୨୦୨୧-୨୨ ଆର୍ଥିକ ବର୍ଷ ଆରମ୍ଭର ପ୍ରଥମ ଦିନ ଅର୍ଥାତ ଏପ୍ରିଲ ୧ ତାରିଖରେ ମୁଖ୍ୟମନ୍ତ୍ରୀ ୩୪ ଲକ୍ଷରୁ ଅଧିକ ଚାଷୀଙ୍କୁ ୬୯୩ କୋଟି ୯୪ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.