ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଭିଣୋଇଙ୍କ ପରଲୋକ ଯୋଗୁ ବ୍ୟକ୍ତିଗତ ଶୋକ କରିବେ ପାଳନ

କେନ୍ୟୁଜ୍(ବ୍ୟୁରୋ):ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଣୋଇ ବିଖ୍ୟାତ ପ୍ରକାଶକ ତଥା ସମ୍ପାଦକ ସନି ମେହେଟ୍ଟାଙ୍କ ପରଲୋକ ଯୋଗୁ ନବୀନ ବ୍ୟକ୍ତିଗତ ଶୋକ ପାଳନ କରୁଛନ୍ତି । ଏଥିପାଇଁ ଆସନ୍ତାକାଲି ନୂଆବର୍ଷ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସ ନଆସିବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.