ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀପାବଳି ଶୁଭେଚ୍ଛା। ଆଲୋକର ପର୍ବ ଦୀପାବଳି ଅବସରରେ ରାଜ୍ୟର ସବୁ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିକାଶର ଆଲୋକ ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ବୋଲି ସେ ଟ୍ୱିଟ କରି କହିଛନ୍ତି।
ସେହିପରି ଆଜିଠାରୁ ଧରାବତରଣ କରିବେ ମହାଶକ୍ତି ମହାକାଳୀ । ଏଥିପାଇଁ ସବୁ ମଣ୍ଡପରେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମଧ୍ୟରାତ୍ରୀରେ ଶ୍ୟାମାକାଳୀଙ୍କୁ ଆବାହନ କରିବେ ମଣ୍ଡପ କର୍ମକର୍ତ୍ତା । ଚଣ୍ଡିପାଠରେ କମ୍ପିବ ପୂଜା ମଣ୍ଡପ । ମହାଶକ୍ତିଙ୍କ ପୂଜା ପାଇଁ ସଜେଇ ହୋଇଛି ସବୁ ମଣ୍ଡପ ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…