NEET ଟପ୍ପର ସୋଏବଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଜଣାଇଲେ ଶୁଭେଚ୍ଛା

କେନ୍ୟୁଜ୍(ବ୍ୟୁରୋ):  NEET ଟପ୍ପରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ। ସୋଏବଙ୍କ ସହ କଥା ହେଲେ ନବୀନ ପଟ୍ଟନାୟକ। ନ୍ୟାସନାଲ୍‌ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟରେ ଓଡ଼ିଆ ପୁଅ ସୋଏବଙ୍କ ଚମତ୍କାର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ସୋଏବ ନବୀନଙ୍କୁ ଧନ୍ୟବଦ ଜଣାଇବା ସହ ଖୁସି ପ୍ରକାଶ କରିଛନ୍ତି। ରାଉରକେଲାର ସୋଏବ ଅଫତାବ NEET ପରୀକ୍ଷାରେ ମୋଟ୍‌ ୭୨୦ ନମ୍ବରରୁ ୭୨୦ ରଖି ଟପ୍ପର ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.