ରାଜ୍ୟ

ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ନବନିର୍ମିତ ବହୁତଳ ପାର୍କିଂର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍): ଆଜି ଉଦ୍‌ଘାଟିତ ହେବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପରିସରରେ ନବନିର୍ମିତ ବହୁତଳ ପାର୍କିଂ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିବେ । ୫ ଏକର ଜମିରେ ୩୫ କୋଟିରୁ ଅଧିକ ଟଙ୍କା ବ୍ୟୟରେ ଏହା ତିଆରି ହୋଇଛି । ୨୦୨୦ ଡିସେମ୍ବରରେ ନିର୍ମାଣ କାମ ଶେଷ ହୋଇଥିଲା । ଏହି ବହୁତଳ ପାର୍କିଂରେ ଏକାଥରକେ ୫୮୩ ଚାରି ଚକିଆ ଓ ୬ ଶହଟି ଦୁଇଚକିଆ ଗାଡି ରହିପାରିବ ।

ପାର୍କିଂ ଏରିଆରେ ୬ ଘଣ୍ଟା ପାଇଁ ସାଇକେଲ୍‌ ପାର୍କିଂ ପାଇଁ ୫ ଟଙ୍କା, ଦୁଇ ଚକିଆ ଗାଡ଼ି ପାଇଁ ୨୦ ଟଙ୍କା, ତିନି ଚକିଆ ଗାଡ଼ି ପାଇଁ ୩୦ ଟଙ୍କା, ଚାରି ଚକିଆ ଗାଡି ପାଇଁ ୪୦ ଟଙ୍କା ଓ ବସ୍‌ ରଖିବା ପାଇଁ ୭୦ ଟଙ୍କା ଦେବାକୁ ପଡ଼ିବ । ଏଠାରେ ଫୁଡ୍‌ କୋର୍ଟ ସହ ପାଣିର ବ୍ୟବସ୍ଥା,ଓ୍ଵାସ୍‌ ରୁମ୍‌ ସୁବିଧା, ଡିଜଟାଲ୍‌ ଟିକେଟ୍‌ ବ୍ୟବସ୍ଥା କରାଯାଇଛି ।

 

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

33 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

40 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

56 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago