Categories: ରାଜ୍ୟ

ମିଶନ ଶକ୍ତି ମେଳା ବୁଲି ଅଳଙ୍କାର ବାକ୍ସ ଓ ବ୍ୟାଗ କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, SHG ସଦସ୍ୟାଙ୍କ ସହ କଲେ ଆଲୋଚନା

ଭୁବନେଶ୍ୱରପ୍ରଦର୍ଶନୀ ପଡିଆରେ ଚାଲିଥିବା ମିଶନ ଶକ୍ତି ମେଳା ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଭିନ୍ନ ଷ୍ଟଲ ବୁଲି ଦେଖିବା ସହ ମେଳାରେ ଅଂଶଗ୍ରହଣ କରିଥିବା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମାଣ୍ଡିଆରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ସାମଗ୍ରୀର ‘ମଲଟି କାଫେ’, ଗୁଆ ବାହୁଙ୍ଗାରୁ ପ୍ରସ୍ତୁତ ଥାଳି, ଢୋକ୍ରା ଶିଳ୍ପ, ସବାଇ ଶିଳ୍ପ, ଟେରାକୋଟା, ବାଉଁଶଜାତ ଦ୍ରବ୍ୟ, ଖାଦ୍ୟ ଓ ମସଲା ସାମଗ୍ରୀକୁ ଦେଖି ଖୁସି ପ୍ରକାଶ କରିବା ସହ ପ୍ରଶଂସା କରିଥିଲେ।

ମେଳା ବୁଲିବାକୁ ଆସି ମୁଖ୍ୟମନ୍ତ୍ରୀ ଅଳଙ୍କାର ବାକ୍ସ ଓ ବ୍ୟାଗ କିଣିଥିଲେ। ସାମାଜିକ ଓ ଅର୍ଥନୈତିକ ସଣକ୍ତିକରଣ ଦିଗରେ ମହିଳା ଗୋଷ୍ଠୀଙ୍କର ସାମୂହିକ ଅବଦାନକୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଡିସେମ୍ବର ୫ ତାରିଖରୁ ଆରମ୍ଭ ହୋଇଥିବା ଏହି ମେଳା ଆସନ୍ତା ୧୬ ତାରିଖ ଯାଏଁ ଚାଲିବ । ଖୋଲିଛି ୨୦୨ଟି ଷ୍ଟଲ।

 

 

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago