Below header

ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର କଲେ ସମୀକ୍ଷା

ପୁରୀ(କେନ୍ୟୁଜ୍): ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୁରୀରେ ପହଞ୍ଚିବା ପରେ ସେ ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି। ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଚଉହଦୀରେ ହୋଇଥିବା ବିଭିନ୍ନ କାର୍ଯ୍ୟ ବୁଲି ଦେଖିଥିଲେ।

cm naveen pattnaik

ଏହାପରେ ସମୀକ୍ଷା କାର୍ଯ୍ୟକ୍ରମ ରହିଛି । ରାଜ୍ୟ ସରକାରଙ୍କ ଉନ୍ନୟନ କମିସନର, ପୁରୀ ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ, ପୁରୀ ଜିଲ୍ଲାପାଳ ଏବଂ ବହୁ ବରିଷ୍ଠ ଅଧିକାରୀ ସେଠାରେ ଉପସ୍ଥିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.