ପ୍ରମୋଦ ଭଗତଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜଣାଇଲେ ଶୁଭେଚ୍ଛା

କେନ୍ୟୁଜ୍(ବ୍ୟୁରୋ):  ପାରା ଅଲିମ୍ପିକ୍‌ସରେ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁର୍ଆଲରେ କଥା ହୋଇ ଅଦ୍‌ଭୁତ ପ୍ରଦର୍ଶନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।

ଟୋକିଓ ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନରେ ଚମତ୍କାର ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ସେହିପରି ରାଜ୍ୟରେ କ୍ରୀଡ଼ା କ୍ଷେତ୍ରକୁ ନିରବଚ୍ଛିନ୍ନ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରମୋଦ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.