ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ରାଷ୍ଟ୍ରପତି ଭବନରେ ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜନ୍ମଜୟନ୍ତୀ ପାଳନ ସମ୍ପର୍କିତ ଉଚ୍ଚସ୍ତରୀୟ କମିଟି ବୈଠକରେ ଯୋଗଦେବେ। ଶୁକ୍ରବାର ଏବଂ ଶନିବାର ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ନିକଟରେ ବକେୟା ଥିବା ବିଭିନ୍ନ ସହାୟତା ରାଶି ସମ୍ପର୍କିତ ସମୀକ୍ଷା ବୈଠକ କରିବେ। କିଛି କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି। ରବିବାର ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରିବେ।
ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…