କେନ୍ଦ୍ରାପଡା (କେନ୍ୟୁଜ୍) : ଆଜି କେନ୍ଦ୍ରାପଡା ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରୋ ସ୍ଥିତ ସିଦ୍ଧ ମହାପୁରୁଷ ପଡ଼ିଆରେ ଆୟୋଜିତ ମିଶନ ଶକ୍ତି ମହିଳା ସମାବେଶରେ ଯୋଗ ଦେବେ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ସମାବେଶରେ କେନ୍ଦ୍ରାପଡା ଓ କଟକ ଜିଲ୍ଲାରୁ ସ୍ୱୟଂ ସହାୟକ ଗୋଷ୍ଠୀର ୧ଲକ୍ଷରୁ ଅଧିକ ମହିଳା ଯୋଗ ଦେବା କାର୍ୟ୍ୟକ୍ରମ ରହିଛି । ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରୋ ସ୍ଥିତ ସିଦ୍ଧ ମହାପୁରୁଷ ପଡ଼ିଆରେ ଆୟୋଜିତ ମିଶନ ଶକ୍ତି ମହିଳା ସମାବେଶରେ ଯୋଗ ଦେବେ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ସମାବେଶରେ କେନ୍ଦ୍ରାପଡା ଓ କଟକ ଜିଲ୍ଲାରୁ ସ୍ୱୟଂ ସହାୟକ ଗୋଷ୍ଠୀର ୧ଲକ୍ଷରୁ ଅଧିକ ମହିଳା ଯୋଗ ଦେବା କାର୍ୟ୍ୟକ୍ରମ ରହିଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…