ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଗସ୍ତ, ହିତାଧିକାରୀଙ୍କୁ ବାଣ୍ଟିବେ ବିଜୁ ସ୍ୱାସ୍ଥ୍ୟ କାର୍ଡ

ଭୁବନେଶ୍ୱର(କେନ୍ୟୁଜ) : ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଜିଲ୍ଲାର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିବେ ନବୀନ । ସୁରକ୍ଷା ବ୍ୟବସ୍ଥା ପାଇଁ ଏସ୍ପିଙ୍କ ନେତୃତ୍ୱରେ ତିନି ଆଡିସିନାଲ ଏସ୍ପି, ସାତ ଡିଏସପି, ପନ୍ଦର ଇନିସ୍ପେକ୍ଟର ସହିତ ୯ ପ୍ଲାଟୁନ ଫୋର୍ସ ମୁତୟନ ବ୍ୟବସ୍ଥା ହୋଇଛି । ମୁଖ୍ୟମନ୍ତ୍ରୀ କାଲି ୧୧ଟା ୪୦ ମିନିଟରେ ହେଲିକପ୍ଟର ଯୋଗେ ବେଗୁନିଆ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.