ରାଜ୍ୟ

ଆକ୍ସନ ମୋଡରେ କଟକ ମହାନଗର ନିଗମ : ବେଆଇନ୍ ମାଂସ କଟା ଦୋକାନରେ ଚଢାଉ କଲା ଏନଫୋର୍ସମେଣ୍ଟ୍ ଟିମ୍

କଟକ (କେନ୍ୟୁଜ): କଟକର ରାସ୍ତାକଡ଼ରେ ଥିବା ମାଛ ଓ ମାଂସ ଦୋକାନରେ ସିଏମସି ପକ୍ଷରୁ ଚଢ଼ାଉ କରାଯାଇଛି। ସହରର ବିଭିନ୍ନ ରାସ୍ତାକଡ ଏବଂ ସର୍ବସାଧାରଣ ସ୍ଥାନରେ ହେଉଥିବା ବେଆଇନ୍ ମାଂସ କଟା ଉପରେ ଚଢାଉ କରି ଦୋକାନ ବନ୍ଦ କରିଛି ସିଏମସି ଏନଫୋର୍ସମେଣ୍ଟ୍ ଟିମ୍ । ସିଏମସି ଡେପୁଟି କମିଶନରଙ୍କ ନେତୃତ୍ୱରେ ଏହି ଚଢ଼ାଉ କରଯାଇଛି।ଏହାପରେ ଦୋକାନ ଘର ଭାଙ୍ଗିବା ସହ ମାଂସ କଟା ଅସ୍ତ୍ର ଏବଂ କାଠଗଡାକୁ ଜବତ କରାଯାଇଛି ।

ହାଇକୋର୍ଟରେ ହୋଇଥିବା ଏ ସମ୍ପର୍କିତ ଏକ ଜନସ୍ୱାର୍ଥ ମାମଲାର ଶୁଣାଣି ବେଳେ ଗତକାଲି ସିଏମସି ଡେପୁଟି କମିଶନର ଏବଂ ସ୍ୱାସ୍ଥ୍ୟ ଅଧିକାରୀ ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇ ଜବାବ୍ ରଖିଥିଲେ । ଏହା ପରେ ଆଜି ଆକ୍ସନ ମୋଡକୁ ଆସି ବେଆଇନ୍ ମାଂସ କଟା ଦୋକାନରେ ଚଢାଉ କରି ବନ୍ଦ କରିଛନ୍ତି ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

11 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

11 hours ago