ଭୁବନେଶ୍ବର: ବାତ୍ୟା ଫନିରେ କ୍ଷତିଗ୍ରସ୍ତ ଶକ୍ତି ବିଭାଗ ଭିତ୍ତିଭୂମିର ପୁନରୁଦ୍ଧାର ପାଇଁ କୋଲ ଇଣ୍ଡିଆ ପକ୍ଷରୁ ସହାୟତା ପ୍ରଦାନ। ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷଙ୍କୁ ୫୦ କୋଟି ୩୨ ଲକ୍ଷ ଟଙ୍କା ପ୍ରଦାନ କରିଛି କୋଲ୍ ଇଣ୍ଡିଆ। କୋଇଲା ମନ୍ତ୍ରଣାଳୟର ସଚିବ ସୁମନ୍ତ ଚୌଧୁରୀ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେକ୍ ପ୍ରଦାନ କରିଥିଲେ। ଏହି ଅର୍ଥ ରାଶିକୁ ଓପିଟିସିଏଲ୍ ଜରିଆରେ ପୁନରୁଦ୍ଧାର କାର୍ଯ୍ୟରେ ଖର୍ଚ୍ଚ କରାଯିବ। ଏଥିରେ ପୁରୀ, ଭୁବନେଶ୍ୱର, କଟକ, ଓ କୋଲ ଇଣ୍ଡିଆର କାର୍ଯ୍ୟକ୍ଷେତ୍ର ମଧ୍ୟରେ ଥିବା ଅଞ୍ଚଳଗୁଡ଼ିକରେ ଶକ୍ତି ଭିତ୍ତିଭୂମିର ଉନ୍ନତି ପାଇଁ ୩ଟି ୨୨୦ କେଭି ଓ ୨ଟି ୧୩୨ କେଭି ଟ୍ରାନ୍ସମିସନ୍ ଲାଇନ୍ ସ୍ଥାପନ କରାଯିବ ।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…