Below header

ରେଳ ବିଭାଗକୁ ଶନିଦଶା : ପୁଣି ମାଲବାହୀ ଟ୍ରେନରେ ଲାଗିଲା ନିଆଁ

ମାଲବାହୀ ଟ୍ରେନରେ ଲାଗିଲା ନିଆଁ । ଜଳେଶ୍ୱର ମାଲବାହୀ ଟ୍ରେନ୍‌ରେ ଲାଗିଲା ନିଆଁ । ଦକ୍ଷିଣପୂର୍ବ ରେଳପଥର ରୂପ୍ସା ଷ୍ଟେସନରେ ଏଭଳି ଅଘଟଣ ଘଟିଛି ।

ଜଳେଶ୍ୱର (କେନ୍ୟୁଜ): ମାଲବାହୀ ଟ୍ରେନରେ ଲାଗିଲା ନିଆଁ । ଜଳେଶ୍ୱର ମାଲବାହୀ ଟ୍ରେନ୍‌ରେ ଲାଗିଲା ନିଆଁ । ଦକ୍ଷିଣପୂର୍ବ ରେଳପଥର ରୂପ୍ସା ଷ୍ଟେସନରେ ଏଭଳି ଅଘଟଣ ଘଟିଛି । କୋଇଲା ବୋଝେଇ ହୋଇ ଷ୍ଟେସନରେ ଛିଡା ହୋଇଥିବା ବେଳେ ନିଆଁ ଲାଗିଯାଇଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାବେଳେ ବାଲେଶ୍ଵର ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ ଲିଭାଉଛି। କେମିତି ନିଆଁ ଲାଗିଲା ସେନେଇ ରେଳବାଇ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.