ଜଳେଶ୍ୱର (କେନ୍ୟୁଜ): ମାଲବାହୀ ଟ୍ରେନରେ ଲାଗିଲା ନିଆଁ । ଜଳେଶ୍ୱର ମାଲବାହୀ ଟ୍ରେନ୍ରେ ଲାଗିଲା ନିଆଁ । ଦକ୍ଷିଣପୂର୍ବ ରେଳପଥର ରୂପ୍ସା ଷ୍ଟେସନରେ ଏଭଳି ଅଘଟଣ ଘଟିଛି । କୋଇଲା ବୋଝେଇ ହୋଇ ଷ୍ଟେସନରେ ଛିଡା ହୋଇଥିବା ବେଳେ ନିଆଁ ଲାଗିଯାଇଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାବେଳେ ବାଲେଶ୍ଵର ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ ଲିଭାଉଛି। କେମିତି ନିଆଁ ଲାଗିଲା ସେନେଇ ରେଳବାଇ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।
ମେଷ: ଆସନ୍ତାକାଲି ଏକ ଭଲ ଦିନ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କୌଣସି ଶାରୀରିକ ଯନ୍ତ୍ରଣା ହେବ…
ମାଲକାନଗିରି : ମାଲକାନଗିରି ଜିଲ୍ଲା ତୁଳସୀ ପାହାଡରେ BSF ଜବାନଙ୍କୁ ମିଳିଛି ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ କୁମ୍ବିଙ୍ଗ ଅପରେସନ…
ଆନନ୍ଦପୁର : ପୋଖରୀରେ ବୁଡି ବୃଦ୍ଧ ମୃତ । ରାମଚନ୍ଦ୍ରପୁର ଥାନା ନର୍ଦା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଘଟଣ…
ଜଳେଶ୍ୱର : ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି । ଦକ୍ଷିଣ-ପୂର୍ବ ରେଳ ପଥର ବାଲେଶ୍ବର ଜିଲ୍ଲା…
କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାରେ ସରକାର ଗଠନ କରିବାକୁ ବିଜେପି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି । ଆଜି ରାଜ୍ୟ…
ଆନନ୍ଦପୁର(କେନ୍ୟୁଜ୍): ଅସହ୍ୟ କଲା ଗରମ ଗୁଳୁଗୁଳି । ପୋଖରୀକୁ ଗାଧୋଇବାକୁ ଯାଇଥିଲେ ବୃଦ୍ଧ । ଗୋଡ଼ ଖସିଗଲା ପାଣିରେ ବୁଡି…