କୋଇଲା ଦୁର୍ନୀତି ମାମଲା: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର ସିବିଆଇ କୋର୍ଟ

ଭୁବନେଶ୍ବର: କୋଇଲା ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ସଜା । ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର ସିବିଆଇ କୋର୍ଟ ।

୧୯୯୯ରେ କାଷ୍ଟ୍ରନ୍‌ ଟେକ୍ନୋଲୋଜିକୁ ଝାଡ଼ଖଣ୍ଡର ବ୍ରହ୍ମଡିହା କୋଲ ବ୍ଲକ୍‌ ଦେବାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ସେତେବେଳେ କେନ୍ଦ୍ରରେ କୋଇଲା ରାଷ୍ଟ୍ରମନ୍ତ୍ରୀ ଥିଲେ ଦିଲ୍ଲୀପ ରାୟ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.