ଖସୁଛି ପାରଦ: ରାଜ୍ଯରେ ଆଗକୁ ଆହୁରି ବଢିବ ଶୀତ, ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୧୫.୨ ଡିଗ୍ରୀ ରେକର୍ଡ

ଭୁବନେଶ୍ବର: ଖସୁଛି ପାରଦ, ଆହୁରି ବଢିବ ଶୀତ। ଗତ ଦୁଇ ଦିନ ହେଲା ସର୍ବନିମ୍ନ ତାପମାତ୍ରା ପ୍ରାୟ ୨ ଡିଗ୍ରୀ ଖସିଆସିଛି। ଆଗକୁ ଆହୁରି ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ।

ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବ ସୂଚନା ଦିଆଯାଇଛି। ଯାହାଫଳରେ ସାରା ରାଜ୍ୟରେ ଶୀତ ଲହରୀ ଆରମ୍ଭ ହୋଇଯିବ। ତେବେ ଯାହା ସୂଚନା ମିଳିଛି ବର୍ତ୍ତମାନ ସୁଦ୍ଧା ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୧୫.୨ ଡିଗ୍ରୀ ରେକର୍ଡ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.