ଭୁବନେଶ୍ୱର (କେନ୍ୟୁଜ୍) : ରାଜ୍ୟକୁ ପୁଣି ଲେଉଟିଲା ଶୀତ । କମୁଛି ରାତି ତାପମାତ୍ରା, ବଢୁଛି ଥଣ୍ଡା । ପଶ୍ଚିମା ଝଡର ପ୍ରଭାବରେ ପ୍ରଭାବିତ ହେଉଛି ରାତି ତାପମାତ୍ରା । ଆଗକୁ ଆହୁରି ୩ରୁ ୫ ଡିଗ୍ରୀ ଖସିପାରେ ପାରଦ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଯାଉଛି । ଫଳରେ ଦୃଶ୍ୟମାନ କ୍ଷମତା ହ୍ରାସ ପାଉଛି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…