ଅନୁଗୁଳ(କେନ୍ୟୁଜ୍): ଖସୁଛି ପାରଦ, ବଢୁଛି ଶୀତ। ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଏବେ ଧୀରେ ଧୀରେ ଶୀତ ଅନୁଭୂତ ହେଉଛି । ଅନୁଗୁଳରେ ମଧ୍ୟ ବେସ୍ ଶୀତ ଅନୁଭୂତ ହେଲାଣି। ରିପୋର୍ଟ ମୁତାବକ ଗତକାଲି ଅନୁଗୁଳରେ ୧୧ ଡିଗ୍ରୀ ତାପମାତ୍ରା ଥିବା ବେଳେ ଆଜି ୧୦ ରୁ ୧୧ ଡିଗ୍ରୀ ଥିବା ଜଣାପଡିଛି।
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…