ଆସନ୍ତା ୧୧ ତାରିଖରୁ ଖୋଲିବ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ, ଉଚ୍ଚ ଶିକ୍ଷା ବିଭାଗ ଜାରି କଲା ବିଜ୍ଞପ୍ତି

କେନ୍ୟୁଜ୍(ବ୍ୟୁରୋ):  ଆସନ୍ତା ୧୧ ତାରିଖରୁ ଖୋଲିବ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ। ଆଜି ଏନେଇ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ବିଜ୍ଞପ୍ତି ଜାରି ହୋଇଛି। ଶେଷ ସେମିଷ୍ଟାର ପରୀକ୍ଷା ପାଇଁ କଲେଜ ଓ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ ନିଷ୍ପତ୍ତି ନେଇଛି । କରୋନା ସଂକ୍ରମଣକୁ ନଜରରେ ରଖି ଉଚ୍ଚ ଶିକ୍ଷା ବିଭାଗ ମାର୍ଚ୍ଚ ୨୦୨୦ ଠାରୁ ବନ୍ଦ କରିଦେଇଥିଲା।

 

chse

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.