ଚାନ୍ଦବାଲି(କେନ୍ୟୁଜ୍): ଆଡ଼ମିଶନ ଫି ବୃଦ୍ଧିକୁ ନେଇ ଭଦ୍ରକ ଜିଲ୍ଲା ଘଣ୍ଟେଶ୍ଵର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍ତେଜନା । ଶତାଧିକ ଛାତ୍ରଛାତ୍ରୀ କଲେଜ ଗେଟ ଆଗରେ ଟାୟାର ଜାଳି ହୋହାଲ୍ଲା କରିବା ସହ ଆନ୍ଦୋଳନ କରିଛନ୍ତି । ଛାତ୍ରଛାତ୍ରୀଙ୍କ ଅଭିଯୋଗ ମୁତାବକ ଆଡମିସନ ଫି ବାବଦକୁ ୫୨୦ ଟଙ୍କା ନେବା କଥା ହେଲେ କଲେଜ କତୃପକ୍ଷ ୧ ହଜାରରୁ ଉର୍ଦ୍ଧ ଟଙ୍କା ନେଉଛନ୍ତି ।
ବାରମ୍ବାର ଜଣାଇବା ପରେ ବି ଆଡମିସନ ଫି କମାଉନାହାଁନ୍ତି କଲେଜ କତୃପକ୍ଷ। ତେଣୁ ଆଡମିସନ ଫି କମାଇବା ଦାବି କରି ଆଜି ଯୁକ୍ତ୨ ର ଛାତ୍ରଛାତ୍ରୀ କଲେଜ ଫାଟକ ଆଗରେ ବିକ୍ଷୋଭ କରିବା ସହ ଟାୟାର ଜାଳି ପ୍ରତିବାଦ କରିଛନ୍ତି । ଏହି ଘଟଣାକୁ ନେଇ କଲେଜ ପରିସରରେ କିଛି ସମୟ ପାଇଁ ଅଶାନ୍ତ ହୋଇପଡିଥିଲା । ତେବେ ଛାତ୍ରଛାତ୍ରୀ ଓ କଲେଜ କର୍ତୃପକ୍ଷଙ୍କ ସହ ଆଲୋଚନା ବର୍ତ୍ତମାନ ସୁଦ୍ଧା ଜାରି ରହିଛି ।
ଭୁବନେଶ୍ୱର : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…
ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…