ଛଣମେରୀ ଆଦର୍ଶ ବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀଙ୍କୁ ପାଠ ପଢାଇବା ସହ ବିଦ୍ୟାଳୟରେ ସ୍ୱଛତା ରଖିବା ପାଇଁ ପରାମର୍ଶ ଦେଲେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ

ଗଞ୍ଜାମ(କେନ୍ଯୁଜ୍): ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ। ସାନଖେମୁଣ୍ଡି ବ୍ଲକ ଛଣମେରୀ ଆଦର୍ଶ ବିଦ୍ୟାଳୟରେ ପହଞ୍ଚି ବିଦ୍ୟାଳୟ ଭିତ୍ତିଭୂମି ସମ୍ପର୍କରେ ଆଲୋଚନା କରିଥିଲେ। ଏହାସହ ଛାତ୍ରଛାତ୍ରୀଙ୍କୁ ପାଠ ପଢାଇବା ସହ ବିଦ୍ୟାଳୟରେ ସ୍ୱଛତା ରଖିବା ପାଇଁ ପରାମର୍ଶ ଦେଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.