ରାଜ୍ୟ

ବଡଚଣା ହଷ୍ଟେଲ ଭିତରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣା:ପୋଷ୍ଟମର୍ଟମ ରିପୋର୍ଟରେ ଆତ୍ମହତ୍ୟା କରିଥିବା ସୂଚନା

ଯାଜପୁର(କେନ୍ୟୁଜ୍):  ଯାଜପୁର ଜିଲ୍ଲା ବଡଚଣା ଅଞ୍ଚଳରେ ହଷ୍ଟେଲ ଭିତରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣା । ଆସିଲା ମୃତ ଛାତ୍ରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ।ରିପୋର୍ଟରେ ଛାତ୍ରୀ ଜଣକ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ଜବତ ହୋଇଥିବା ସୁଇସାଇଡାଲ ନୋଟକୁ ପରୀକ୍ଷା ପାଇଁ ପଠାଯାଇଛି। ସେଥିରେ ମୃତ ଛାତ୍ରୀ ଜଣଙ୍କ ଅନେକ କଥା ଲେଖିଛନ୍ତି। ସେ ବାପା ଓ ମାଆଙ୍କୁ ସରି କହିବା ସହ, ପ୍ରଭୁ ମୋତେ ଆର ଜନ୍ମରେ ମଣିଷ ଜନ୍ମ ଦେବ ନାହିଁ ବୋଲି ଲେଖିଛନ୍ତି। ମଣିଷ ଜୀବନ ଭାରି କଷ୍ଟ।

ଆଇ ହେଟ୍‌ ମାଇଁ ଲାଇଫ ଭେରୀ ମଚ୍‌ ବୋଲି ଲେଖିଛନ୍ତି। ସେ ମାନସିକ ଚାପରେ ଥିବା ସନ୍ଦେହ କରାଯାଉଛି। ସୁଇସାଇଡାଲ ନୋଟ୍‌ରେ ଉଲ୍ଲେଖ ଥିବା ଅଧ୍ୟାପକ ଓ ଛାତ୍ରୀଙ୍କୁ ପୋଲିସ ପଚରାଉଚରା କରି ତାଙ୍କ ବୟାନ ରେକର୍ଡ କରିଛି। ମୃତ ଛାତ୍ରୀଙ୍କ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ କରାଯିବା ପରେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ସାଇଣ୍ଟିଫିକ ଟିମର ସହାୟତା ନେଇ ତଦନ୍ତ କରିଥିଲା।

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

3 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

36 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

38 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

45 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

54 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

54 mins ago