Below header

ପାର୍ବଣ ଆରମ୍ଭରୁ ଗ୍ରାହକଙ୍କୁ ମହଙ୍ଗା ମାଡ଼, ବଢ଼ିଲା କମର୍ସିଆଲ LPG ଦର

ଦିଲ୍ଲୀରେ ଦର ୧୭୩୧ ଟଙ୍କା ୫୦ ପଇସା ହୋଇଛି। ପୂର୍ବରୁ ଗତ ସେପଟେମ୍ବର ୧ ତାରିଖରେ କମର୍ସିଆଲ ଗ୍ୟାସ ଦର ୧୫୭ ଟଙ୍କା ହ୍ରାସ ପାଇଥିଲା। ତେବେ ଘରୋଇ ଗ୍ୟାସ ସିଲିଣ୍ଡର ଦର ଅପରିବର୍ତ୍ତିତ ରହିଛି।

କେନ୍ୟୁଜ୍(ବ୍ୟୁରୋ): ପାର୍ବଣ ଆରମ୍ଭରୁ ଗ୍ରାହକଙ୍କୁ ମହଙ୍ଗା ମାଡ଼। ପୁଣି ବଢ଼ିଲା କମର୍ସିଆଲ LPG ଦର। ୧୯ କେଜି ସିଲିଣ୍ଡର ୨୦୯ ଟଙ୍କା ମହଙ୍ଗା ହୋଇଛି। ଆଜିଠାରୁ ନୂଆ ଦର ଲାଗୁ ହୋଇଛି । ନୂଆ ଦର ଲାଗୁ ହେବା ପରେ ଭୁବନେଶ୍ବରରେ କମର୍ସିଆଲ LPG ଦର ୧୬ ଶହ ୭୪ ଟଙ୍କାରେ ପହଞ୍ଚିଛି । ଦିଲ୍ଲୀରେ ଦର ୧୭୩୧ ଟଙ୍କା ୫୦ ପଇସା ହୋଇଛି। ପୂର୍ବରୁ ଗତ ସେପଟେମ୍ବର ୧ ତାରିଖରେ କମର୍ସିଆଲ ଗ୍ୟାସ ଦର ୧୫୭ ଟଙ୍କା ହ୍ରାସ ପାଇଥିଲା। ତେବେ ଘରୋଇ ଗ୍ୟାସ ସିଲିଣ୍ଡର ଦର ଅପରିବର୍ତ୍ତିତ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.