୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କଲା କମିଶନରେଟ ପୋଲିସ୍, ଖଣ୍ଡା ସହ ବହୁ ମାରଣାସ୍ତ୍ର ଜବତ

ଭୁବନେଶ୍ୱର(କେନ୍ଯୁଜ୍): ୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କଲା କମିଶନରେଟ ପୋଲିସ । ଭୁବନେଶ୍ୱର ସ୍ଥିତ ସାଲିଆ ସାହିରୁ ୩ ଅପରାଧୀଙ୍କୁ ଗିରଫ କଲା ପୋଲିସ। ଖଣ୍ଡା ସହ ବହୁ ମାରଣାସ୍ତ୍ର ମଧ୍ୟ ଜବତ କରିଛି ପୋଲିସ ।

୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆଜି କୋର୍ଟ ଚାଲାଣ କରାଯିବ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.