କେନ୍ୟୁଜ ବ୍ୟୁରୋ : କଟକ ମାଲଗୋଦାମର ବିଭିନ୍ନ ଦୋକାନରେ କମିଶନରେଟ୍ ପୋଲିସର ଚଢ଼ାଉ । ଗତକାଲି ନକଲି ହଳଦୀ ଓ ଲଙ୍କାଗୁଣ୍ଡ ଜବତ ପରେ ଆଜି ଅନ୍ୟ ଦୋକାନ ଚଢ଼ାଉ କରିଛି କମିଶନରେଟ୍ ପୋଲିସ । ମାଲଗୋଦାମର ତିନିଟି ଦୋକାନରୁ ବିପୁଳ ପରିମାଣରେ ନକଲି ହଳଦୀ ଗୁଣ୍ଡ ଜବତ ହୋଇଛି । ଅପମିଶ୍ରିତ ମସଲା ବିକ୍ରି ଖବର ପାଇ କମିଶନରେଟ ପୋଲିସ ଓ ସିଏମସି ସ୍ୱାସ୍ଥ୍ୟ ବିଭାଗର ମିଳିତ ଉଦ୍ୟମରେ ଆଜି ଚଢ଼ାଉ ହୋଇଥିଲା । ଜବତ ସାମଗ୍ରୀର ଆନୁମାନିକ ମୂଲ୍ୟ ୧୫ ଲକ୍ଷରୁ ୨୦ ଲକ୍ଷ ହେବ । ତିନି ଦୋକାନ ମାଲିକ ଫେରାର ଅଛନ୍ତି ।
ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…