ରାଜ୍ୟ

ଲୁଟ ଅଳଙ୍କାର ବନ୍ଧକ ରଖି ଟଙ୍କା ଆଣି ମସ୍ତି କରୁଥିଲେ ଲୁଟେରା ଗ୍ୟାଙ୍ଗ, ପର୍ଦ୍ଦାଫାସ୍ କଲା କମିଶନରେଟ ପୋଲିସ

କେନ୍ୟୁଜ୍(ବ୍ୟୁରୋ):  ଚୋରି ସୁନାକୁ ବନ୍ଧକ ରଖି ଲୋନ୍ ଆଣୁଥିଲେ ଲୁଟେରା । ଏଭଳି ଏକ ୪ଜଣିଆ ଗ୍ୟାଙ୍ଗକୁ ଗିରଫ କରିଛି କମିଶନରେଟ ପୋଲିସର ସ୍ପେସାଲ ସ୍କ୍ଵାର୍ଡ । ଜବତ ହୋଇଛି ୧୨୦ଗ୍ରାମର ୧୨ଟି ସୁନା ଚେନ୍ ଓ ୨ଟି ବାଇକ୍ । ଭୁବନେଶ୍ୱର ଡିସିପିଙ୍କ କହିବା ଅନୁସାରେ ଏହି ଲୁଟେରା ମାନେ ଛିନତାଇ କରନ୍ତି ।

ପରେ ସେହି ସୁନାକୁ ଝଳେଇ କରି ବିଭିନ୍ନ ଗୋଲଡ ଲୋନ୍ ରେ ବନ୍ଧା ରଖି ଟଙ୍କ ଆଣନ୍ତି । ସେହି ଟଙ୍କାରେ ମଉଜ ମସ୍ତି କରନ୍ତି । ଏଭଳି ତଥ୍ୟ ପାଇବା ପରେ ରାଜଧାନୀର ବିଭିନ୍ନ ଗୋଲଡ ଲୋନ ସଂସ୍ଥାକୁ ନୋଟିସ କରିଛି କମିଶନରେଟ ପୋଲିସ । କାଗଜପତ୍ର ଦେଖି ଲୋକଙ୍କୁ ଲୋନ୍ ଦେବାକୁ କୁହାଯାଇଛି । ନଚେତ କାଯ୍ୟର୍ାନୁଷ୍ଠାନ ନେବ ପୋଲିସ ।

KNews Bureau

Recent Posts

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 min ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

12 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

41 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

60 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago