ଯାଜପୁର ଟାଉନ: ଆସନ୍ତା ୩୧ ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ବାରଣ

ଯାଜପୁର ଟାଉନ(କେନ୍ଯୁଜ୍): କୋରୋନା ନିୟନ୍ତ୍ରଣ ପାଇଁ ଯାଜପୁର ଜିଲ୍ଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ବାରଣ କରାଯାଇଛି। ସୂଚନା ମୁତାବକ ବରୀ ବ୍ଲକ ଉଦୟନାଥପୁର  ୧୦ ଓ ୧୧ ନମ୍ବର ୱାର୍ଡର କଣ୍ଟେନମେଣ୍ଟ ଜୋନ୍ ରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବନ୍ଦ ରହିବ। ଜିଲ୍ଲାରେ ଦୋକାନ ବଜାର ସକାଳ ୬ ରୁ ଦିନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.