ରାଜ୍ୟ

ହାଇକୋର୍ଟ ବୁଲିବେ ସାଧାରଣ ଲୋକ: ଆଜିଠାରୁ ଆରମ୍ଭ ହେଲା ରେଜିଷ୍ଟ୍ରେସନ

କଟକ (କେନ୍ୟୁଜ): ହାଇକୋର୍ଟ ବୁଲିବେ ସାଧାରଣ ଲୋକ। ସାଧାରଣ ଲୋକଙ୍କ ପାଇଁ ଖୋଲିବ ଓଡିଶା ହାଇକୋର୍ଟ। ପୂର୍ବରୁ ହାଇକୋର୍ଟ ଭିତରକୁ ସାଧାରଣ ଜନତାଙ୍କ ପ୍ରବେଶ ଉପରେ ବାରଣ ରହି ଆସିଛି। ଏଥର କିନ୍ତୁ ପ୍ରତ୍ୟେକ ଶନିବାର ସରକାରୀ ଛୁଟି ଦିନ ବ୍ୟତୀତ ଲୋକମାନେ ହାଇକୋର୍ଟ ବୁଲି ପାରିବେ। ପ୍ରତ୍ୟେକ ଶନିବାରରେ ଦୁଇଟି ସିପଟରେ ଲୋକଙ୍କୁ ହାଇକୋର୍ଟରେ ବୁଲାଇବା ପାଇଁ ନିଷ୍ପତ୍ତି ନିଆଯାଇଛି।

ପ୍ରତି ସିଫଟ୍‌ରେ ୪୦ ଜଣ ଲୋକ ଭିତରକୁ ଯାଇ ପାରିବେ। ସକାଳ ୧୦ ରୁ ସାଢ଼େ ୧୧ ପ୍ରଥମ ସିଫଟ୍‌ ଓ ସାଢ଼େ ୧୧ ରୁ ଦିନ ୧ଟା ଯାଏ ଦ୍ୱିତୀୟ ସିଫଟ୍‌ରେ ଲୋକମାନେ ଭିତରକୁ ଯିବେ। ଏଥିପାଇଁ ଆଜିଠାରୁ ରେଜିଷ୍ଟ୍ରେସନ ଆରମ୍ଭ ହୋଇଯାଇଛି। ହାଇକୋର୍ଟ ପରିସରରେ ଥିବା ଭିଜିଟର ପାସ କାଉଣ୍ଟରରେ ଏଥିପାଇଁ ନିଜର ପରିଚୟ ପତ୍ର ଦେଖାଇ ରେଜିଷ୍ଟ୍ରେସନ କରି ହେବ। ରେଜିଷ୍ଟ୍ରେସନ ସମୟ ଓ ଭିତରକୁ ବୁଲିବାକୁ ଗଲା ବେଳେ ପରିଚୟ ପତ୍ରକୁ ବାଧ୍ୟତାମୂଳକ କରାଯାଇଛି।

 

 

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago