ରାଜ୍ୟ

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ

ସୁନ୍ଦରଗଡ଼ (କେନ୍ୟୁଜ): ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ସୁନ୍ଦରଗଡ଼ ଜିଲ୍ଲା ହେମଗିରି RWDର ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରାଙ୍କ ଘରେ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଓ ଭଦ୍ରକର ୭ଟି ସ୍ଥାନରେ ଏକକାଳୀନ ଚାଲିଛି ରେଡ୍‌।

ସରକାରୀ ବାସଭବନ ସମେତ ଭଦ୍ରକ ସହର ଆଚାର୍ଯ୍ୟନଗର ସ୍ଥିତ ବାସଭବନରେ ମଧ୍ୟ ରେଡ୍‌ ହୋଇଛି । ବନ୍ତ ସ୍ଥିତ ପୈତୃକ ଘରେ ଓ ଶ୍ୱଶୁର ଘରେ ଚାଲିଛି ଚଢାଉ। DSP ବୀରେନ୍ଦ୍ର ନାୟକଙ୍କ ନେତୃତ୍ୱରେ ରାଉରକେଲା ଭିଜିଲାନ୍ସ ଟିମ୍‌ ଦ୍ୱାରା ଚଢ଼ାଉ ଜାରି ରହିଛି । ଚଢାଉରେ ୪ ଜଣ DSP, ୧୦ ଜଣ ଇନ୍ସପେକ୍ଟର, ୪ ଜଣ ASI ସମେତ ଭିଜିଲାନ୍ସ କର୍ମଚାରୀ ସାମିଲ ହୋଇଛନ୍ତି।

Barsha

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

2 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

3 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

3 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

3 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

3 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

3 hours ago