ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପାର୍ଥୀ ନାମ ଘୋଷଣା  କଲା କଂଗ୍ରେସ

କେନ୍ୟୁଜ୍(ବ୍ୟୁରୋ):  ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପାର୍ଥୀ ନାମ ଘୋଷଣା  କଲା କଂଗ୍ରେସ। ବାଲେଶ୍ବର ସଦର ପାଇଁ ମମତା କୁଣ୍ଡୁଙ୍କୁ ଟିକେଟ ଦିଆଯାଇଥିବାବେଳେ ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକଙ୍କ ନାଁ ଘୋଷଣା କରାଯାଇଛି ।

congress candidate

 

ସେହିଭଳି ଗତକାଲି ବିଜେପି ନିଜର ପାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଆଜି ବିଜେଡ଼ି ପକ୍ଷରୁ ମଧ୍ୟ ଏହି ଦୁଇଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ବାଲେଶ୍ବର ସଦର ପାଇଁ ସ୍ବରୂପ ନାୟକ ଓ ତିର୍ତ୍ତୋଲ ପାଇଁ ବିଜୟ ଶଙ୍କର ଦାସଙ୍କୁ ବିଜେଡି  ପ୍ରାର୍ଥୀ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.