ଆସନ୍ତାକାଲି କଂଗ୍ରେସର ଛଅ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ବର(କେନ୍ଯୁଜ୍): ଆସନ୍ତାକାଲି କଂଗ୍ରେସର ଛଅ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା । ରେଳ ଚଳାଚଳ ସହ ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓଡ଼ିଶା । ବନ୍ଦରୁ ଜରୁରୀକାଳୀନ ସେବାକୁ ବାଦ ଦିଆଯିବ । ଏ ନେଇ କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀର ସୂଚନା ଦେଇଛନ୍ତି ଦଳର ମୁଖପାତ୍ର ଦେବାଶିଷ ପଟ୍ଟନାୟକ ।

ଓଡ଼ିଶାବାସୀଙ୍କୁ ସଚେତନ କରିବାକୁ ବନ୍ଦ ଡାକରା ଦିଆଯାଇଥିବା ଦଳ କହିଛି । ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ରାଜ୍ୟ ସ୍ୱାଭିମାନ ଉପରେ ବଡ ପ୍ରହାର ବୋଲି କଂଗ୍ରେସ କହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.