Below header

ଆସନ୍ତା ୧୫ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ

ଭୁବନେଶ୍ବର: ଆସନ୍ତା ୧୫ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ। ସକାଳ ୭ରୁ ଦିନ ୧ଟା ଯାଏଁ ବନ୍ଦ ଡାକରା ଦିଆଯାଇଛି। ତୈଳଦର ବୃଦ୍ଧି, କୋଟିଆ ଓ ମହାନଦୀ ପ୍ରସଙ୍ଗକୁ ନେଇ ଦଳ ପକ୍ଷରୁ ବନ୍ଦ କରାଯିବ।

ଏହା ସହ ମାହାଙ୍ଗାରେ ରାଜନୈତିକ ହତ୍ୟାକାଣ୍ଡକୁ ମଧ୍ୟ ପ୍ରସଙ୍ଗ କରିଛି ରାଜ୍ୟ କଂଗ୍ରେସ। ବନ୍ଦ ଡାକରା ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.