Below header

ବିଜେପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ ଦଳ

ବିଜେପୁର(କେନ୍ୟୁଜ୍): ବିଜେପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ। ଦିଲ୍ଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରିଛି ଦଳ। ଏନେଇ ଏଆଇସିସି ପକ୍ଷରୁ ପ୍ରେସ ବିବୃତି ପ୍ରକାଶ ପାଇଛି। ବରଗଡ଼ ଜିଲ୍ଲା କଂଗ୍ରେସ ଉପସଭାପତି ଅଛନ୍ତି ଦିଲ୍ଲୀପ। ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ ହେବ। ପ୍ରାର୍ଥୀ ଚୟନ ନେଇ ବୈଠକ ବସିବା ପରେ ୫ଜଣ ପ୍ରାର୍ଥୀଙ୍କ ନାଁ ଏଆଇସିସି ନିକଟକୁ ପଠାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.