ବିଜେଡି ଓ ବିଜେପି ପରେ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି କଂଗ୍ରେସ । ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି ଦଳ। ତାଲିକାରେ ଅଛନ୍ତି ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି । ସେହିଭଳି ସଚିନ ପାଇଲଟ୍, ମହମ୍ମସଚିନ ପାଦ ଆଜାରୁଦ୍ଦିନ, ମନମୋହନ ସିଂ, ନିରଞ୍ଜନ ପଟ୍ଟନାୟକ, ଭକ୍ତଚରଣ ଦାସ, ଟି.ଏସ୍.ସିଂହଦେଓ, ଜିତେନ୍ଦ୍ର ସିଂ, ନରସିଂହ ମିଶ୍ର, ଭୂପେଶ ବାଘେଲ, ଚିରଞ୍ଜିବ ବିଶ୍ୱାଳ, ପ୍ରଦୀପ ମାଝୀ, ଜୟଦେବ ଜେନା, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ଜଗନ୍ନାଥ ପଟ୍ଟନାୟକ, ଗଣେଶ୍ୱର ବେହେରା, ଅନୀଲ ଚୌଧୁରୀ, କମଲ ନାଥ, ରାମଚନ୍ଦ୍ର ଖୁଣ୍ଟିଆ, ସୁସ୍ମିତା ଦେବ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ନଭୋଜତ ସିଂ ସିଦ୍ଧୁ କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକାରେ ଅଛନ୍ତି ।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…