ଓଡ଼ିଶା ଗସ୍ତରେ ରାହୁଲ ଗାନ୍ଧୀ, କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ରାହୁଲ । ଏପ୍ରିଲ ୨୮ରେ ସାଲେପୁରରେ ଜନସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଭୁବନେଶ୍ୱର(କେନ୍ୟୁଜ୍‌): ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ରାହୁଲ । ଏପ୍ରିଲ ୨୮ରେ ସାଲେପୁରରେ ଜନସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମେ’ ୩ରେ ରାୟଗଡ଼ା ଗସ୍ତରେ ମଧ୍ୟ ଆସିବେ ରାହୁଲ । ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଏନେଇ ସୂଚନା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.