Categories: ରାଜ୍ୟ

ସାଙ୍ଗଠନିକ ସ୍ଥିତି ସୁଦୃଢ କରିବ କଂଗ୍ରେସ, ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ ଓଡିଶାରେ ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ବର(କେନ୍ୟୁଜ୍): ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ ରାଜ୍ୟ କଂଗ୍ରେସର ସଭ୍ୟ ସଂଗ୍ରହ ଅଭିଯାନ । ଏଥିସହ ଅକ୍ଟୋବର ୨ରୁ ନଭେମ୍ବର ୧୪ ତାରିଖ ଯାଏ ବ୍ଲକ ସ୍ତରରେ ପାଳନ ଗାନ୍ଧୀ ଜୟନ୍ତୀ । ସେହିପରି ବିଜେପୁର ବିଧାନସଭା ଉପନିର୍ବାଚନ ପାଇଁ ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ନେତୃତ୍ୱରେ ଦଳର ଏକ କମିଟି ଗଠନ ହୋଇଛି । ସବୁ ବିଧାୟକଙ୍କ ସହ ତୁଙ୍ଗ ନେତାମାନେ ଦାୟିତ୍ୱରେ ରହିବେ । ଦଳ ବିରୋଧୀ କାର୍ଯ୍ୟ ଓ ମନ୍ତବ୍ୟ ପାଇଁ କାଯ୍ୟର୍ନୁଷ୍ଠାନ ନିଆଯିବ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଦେଶରେ ଆର୍ଥିକ ମାନ୍ଦାବସ୍ଥା ପାଇଁ ବ୍ଲକସ୍ତରରେ କାର୍ଯ୍ୟକ୍ରମ କରିବା କଂଗ୍ରେସ । ବୈଠକରେ ଦଳର ବିଧାୟକ, ସାଂସଦ ପ୍ରାର୍ଥିଙ୍କ ସମେତ ବରିଷ୍ଠ ନେତା ଯୋଗ ଦେଇଥିଲେ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago