ରାଜ୍ୟ

ଭୁବନେଶ୍ୱରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଯୁବ କଂଗ୍ରେସ ପକ୍ଷରୁ କଳା ପତାକା ପ୍ରଦର୍ଶନ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଯୁବ କଂଗ୍ରେସର ବିରୋଧ। ଭୁବନେଶ୍ୱରରେ କଳା ପତାକା ପ୍ରଦର୍ଶନ କରାଯାଇଛି। କୃଷି ଆଇନ ଓ ଲଗାତାର ବଢିଚାଲିଥିବା ତେଲ ଦର ବୃଦ୍ଧି ପାଇଁ ଯୁବ କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଯୁବ କଂଗ୍ରେସ ସଭାପତି ସ୍ମୃତି ଲେଙ୍କାଙ୍କ ନେତୃତ୍ୱରେ ବିରୋଧ ପ୍ରଦର୍ଶନ କରାଯାଇଛି।

ସେପଟେ ଧର୍ମେନ୍ଦ୍ରଙ୍କୁ କଳା ପତାକା ପ୍ରଦର୍ଶନକୁ ନିନ୍ଦା କରିଛି ବିଜେପି । ନିଜର ଅସ୍ତିତ୍ୱ ରକ୍ଷା ପାଇଁ କଂଗ୍ରେସ ହୀନ ରାଜନୀତି କରୁଥିବା ବିଜେପି ମୁଖପାତ୍ର ବିରଞ୍ଚି ତ୍ରିପାଠୀ ଅଭିଯୋଗ କରିଛନ୍ତି।

Sonalisa

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

1 hour ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

4 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago