Categories: ରାଜ୍ୟ

ମୟୁରଭଞ୍ଜ ତିରିଂ ଥାନାରେ କନେଷ୍ଟବଳ ଆକ୍ରମଣରେ କନେଷ୍ଟବଳ ମୃତ

ମୟୁରଭଞ୍ଜ(କେନ୍ୟୁଜ୍) : କନେଷ୍ଟବଳ ଆକ୍ରମଣରେ କନେଷ୍ଟବଳ ମୃତ। ମୃତକ ମୟୁରଭଞ୍ଜ ଜିଲ୍ଲା ତିରିଂ ଥାନାର କନେଷ୍ଟବଳ ସୁରେଶ ଚନ୍ଦ୍ର ମହାନ୍ତ। ଅଭିଯୋଗ ଅନୁଯାୟୀ ସୁରେଶ ଚନ୍ଦ୍ର ମହାନ୍ତଙ୍କୁ ଥାନାର ଅନ୍ୟ ଜଣେ କନେଷ୍ଟବଳ ବିରେନ୍ଦ୍ର ନାଥ ମହାନ୍ତ ମାଡ ମାରିଥିବା ଅଭିଯୋଗ ହୋଇଥିଲା।

ଏହାପରେ ଗୁରୁତର ଅବସ୍ଥାରେ ତାଙ୍କୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାକୁ ନେଇ ଉତ୍ତେଜନା ଦଖାଦେଇଥିଲା। ପରିବାରଲୋକେ କନେଷ୍ଟବଳ ବିରେନ୍ଦ୍ର ନାଥ ମହାନ୍ତଙ୍କୁ ଗିରଫ କରିବା ପାଇଁ ଦାବି କରିଥିଲେ। ଏଥିସହ ପରିବାରର ଜଣଙ୍କୁ ଚାକିରୀ ଦେବା ପାଇଁ ଦାବି କରାଯାଇଥିଲା। ଏସ୍‌ଡିପିଓ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।

KNews Bureau

Recent Posts

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

3 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି (କେନ୍ୟୁଜ) : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ…

4 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

9 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

17 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

35 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

37 mins ago