କଣ୍ଟେନର-ବାଇକ ମୁହାଁ ମୁହିଁ ଧକ୍କା, ଚାଲିଗଲା ତିନି ଜୀବନ

କଣ୍ଟେନର ବାଇକ ମୁହାଁ ମୁହିଁ ଧକ୍କା । ଘଟଣାସ୍ଥଳରେ ଚାଲିଗଲା ତିନି ବାଇକ ଆରୋହୀଙ୍କ ଜୀବନ। ଦୁର୍ଘଟଣା ପରେ କଣ୍ଟେନରରେ ନିଆଁ ଲାଗିଯାଇଥିଲା  । କୁଚିଣ୍ଡା ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥର ପିଠାମାରେନ ଠାରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ପୋଲିସ ଓ ଅଗ୍ନିଶ୍ରମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି।

 

ଆହୁରି ପଢନ୍ତୁ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ମୃତ ୨ ଗୁରୁତର