ରାଜ୍ୟ

ପୁରୀକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍‌, ୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ପରେ କଡା ପଦକ୍ଷେପ

ପୁରୀ(କେନ୍ଯୁଜ୍): ପୁରୀକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍‌। ୧୧ ନମ୍ବର ୱାର୍ଡ ଅନ୍ତର୍ଗତ ହୋଟେଲ ସୋନା ଇଣ୍ଟର ନ୍ୟାସନାଲ ଓ ଏହାର ଆଖପାଖ ଅଞ୍ଚଲକୁ ମାଇକ୍ରୋ କଣ୍ଚେନମେଣ୍ଟ ଜୋନ୍‌ ଘୋଷଣା କଲା ଜିଲ୍ଲା ପ୍ରଶାସନ।

ଗତ ୨ ତାରିଖରେ ଏହି ହୋଟେଲରୁ ୩ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଛି।

ଏହି ଅଞ୍ଚଳରେ ଥିବା ସମସ୍ତ ଦୋକାନ ବଜାର ଓ ସରକାରୀ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଏହି ଅଞ୍ଚଳ ଲୋକମାନଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମୟରେ ପୌରସଂସ୍ଥା ପକ୍ଷରୁ ସମସ୍ତ ଅତ୍ୟାବଶ୍ୟକୀୟ ଜିନିଷ ଓ ଔଷଧ ଯୋଗାଇ ଦିଆଯିବ।

Sonalisa

Recent Posts

ଟ୍ୱିନ୍ ସିଟିରେ ଢାଳିଲା ବର୍ଷା, ବୁଡିଗଲା ଜେସିବି

ଭୁବନେଶ୍ୱର(କେନ୍ୟୁଜ୍‌): ତାଣ୍ଡବ କଲା କାଳବୈଶାଖୀ । ଦିନରେ ଅଗ୍ନି ବର୍ଷା, ରାତିରେ ଜଳ ବର୍ଷା। ରାତିରେ ଟ୍ୱିନ୍ ସିଟିରେ ଢାଳିଲା…

12 mins ago

ଟାଙ୍କିରେ ପକାଇ ୪ ଛୁଆଙ୍କ ଜୀବନ ନେଲା ମା’, ନିଜେ ବି ଜୀବନ ହାରିବା ପାଇଁ କରିଥିଲା ଚେଷ୍ଟା

ରାଜସ୍ଥାନ ବାଡ଼ମେର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ମା’ ନିଜ ୪ ଛୁଆଙ୍କୁ ପାଣି…

16 mins ago

ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା, ବଜ୍ରପାତ ନେଲା ୬ ଜୀବନ

ଭୁବନେଶ୍ୱର : ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ବେଳେ ବଜ୍ରପାତ । ବଜ୍ରପାତ ଯୋଗୁଁ ବିଭିନ୍ନ ସ୍ଥାନରେ ୬ ଜଣଙ୍କ…

38 mins ago

ଭୁବନେଶ୍ୱରରେ କମିଲା ପେଟ୍ରୋଲ ଦାମ, ଚେକ୍ କରନ୍ତୁ ଆଜିର ଦର

ଭୁବନେଶ୍ୱରରେ କମିଲା ପେଟ୍ରୋଲ ଦାମ ।  ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଛି ।…

57 mins ago

ବାଇକ୍‌ ନେଇ ଫେରାର ମାରୁଥିଲା ଚୋର, ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକେ

ଜଳେଶ୍ୱର(କେନ୍ୟୁଜ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଟୁଲଗେଟ ବଜାରରେ ଘଟିଛି ଏମିତି ଘଟଣା । ଗତ କାଲି ଅପରାହ୍ନ…

1 hour ago

କମିଛି ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଆଜିର ଦାମ

ଆଜି ସୁନା ଦର ଟିକେ ହ୍ରାସ ପାଇଛି । ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ…

1 hour ago