Categories: ରାଜ୍ୟ

ଆସନ୍ତାକାଲି କିଟ୍‌ ବିଶ୍ୱ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ

ଭୁବନେଶ୍ବର : ଆସନ୍ତାକାଲି କିଟ୍‌ ବିଶ୍ୱ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ । ସମାବର୍ତ୍ତନ ପୂର୍ବ ସନ୍ଧ୍ୟାରେ କିଟ୍‌ ଅଡିଟୋରିୟମରେ ଅନୁଷ୍ଠିତ ହୋଇଥିଲା ନଲେଜ ଟ୍ରି କାର୍ଯ୍ୟକ୍ରମ । ବହୁ ବିଶିଷ୍ଠ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଛାତ୍ରଛାତ୍ରୀଙ୍କୁ ସଫଳ ଭବିଷ୍ୟତ ଗଠନ ନେଇ ପରାମର୍ଶ ଦେଇଥିଲେ । ବିଶିଷ୍ଠ ଅଭିନେତା କବୀର ବେଦୀ କିଟ୍‌ ବିଶ୍ୱ ବିଦ୍ୟାଳୟକୁ ଅନନ୍ୟ କହିବା ସହ ଶିକ୍ଷା ସମାଜକୁ କିପରି ବଦଳାଇ ପାରିବ ସେ ନେଇ କହିଥିଲେ । ସେହିପରି ୧୯୮୫ମସିହାରେ ଶାନ୍ତି ପାଇଁ ନୋବେଲ ପାଇଥିବା ପ୍ରଫେସର ଏର୍‌ନେଷ୍ଟୋ କାହାନ ଟଲେରେନ୍ସ ଫର ପିସ୍‌ ଆଣ୍ଡ ହ୍ୟୁମାନିଟିଜ ଉପରେ ନିଜର ଅଭିଭାଷଣ ରଖିଛନ୍ତି । ନିକ୍‌ଲସ୍‌ ସାମୁଏଲ୍‌ ଗୁଗର୍‌ ମଧ୍ୟ ଛାତ୍ରଛାତ୍ରୀଙ୍କୁ ତାଙ୍କ ଜୀବନ ଅନୁଭୂତି କହିଥିଲେ ।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

37 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

51 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago