ରାଜ୍ୟ

କଲେଜ କ୍ୟାମ୍ପସ କମିଟିରେ ଛାତ୍ରଛାତ୍ରୀଙ୍କୁ ସହଯୋଗ କର, ଛାତ୍ର ଜନତା ଦଳର ସମସ୍ତ ସଭାପତିଙ୍କୁ ପରାମର୍ଶ ଦେଲେ ନବୀନ

ଭୁବନେଶ୍ବର(କେନ୍ୟୁଜ୍):  ବିଜୁ ଛାତ୍ର ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜୁ ଯୁବ ଛାତ୍ର ଜନତା ଦଳର କର୍ମକର୍ତ୍ତା। ବିଜୁ ଛାତ୍ର ଜନତା ଦଳ ସଭାପତି ଦେବୀ ରଞ୍ଜନ ତ୍ରିପାଠୀଙ୍କ ନେତୃତ୍ୱରେ ସମସ୍ତ ଜିଲ୍ଲାରୁ ଆସିଥିବା ଛାତ୍ର ସଭାପତି, ସମ୍ପାଦକ, ଡିଜିଟାଲ ସେକ୍ରେଟାରୀ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ।

ବିଜୁ ଛାତ୍ର ଜନତା ଦଳର ଛାତ୍ର ନେତା ଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଗୁରୁମନ୍ତ୍ର। ଲୋକଙ୍କ ସେବା କର, ଲୋକଙ୍କ ପାଖରେ ପହଞ୍ଚ ଓ ଲୋକଙ୍କ ପାଖରେ ଯୋଜନା ପହଞ୍ଚାଓ। ଏବେ ମୁଖ୍ୟମନ୍ତ୍ରୀ ଙ୍କ ଅଫିସ ଲୋକଙ୍କୁ ପାଖକୁ ଯାଉଛି। ଲୋକଙ୍କ ଅଭିଯୋଗ ଶୁଣା ଯାଉଛି। ସମସ୍ୟା ସମାଧାନ କରାଯାଉଛି। ସଂଘଠନିକ ସ୍ଥିତିକୁ ଲୋକାଭିମୁଖୀ ଓ ମଜଭୁତ କରିବା ସହ ସାମାଜିକ କାର୍ଯ୍ୟକ୍ରମ, ରକ୍ତଦାନ, ବୃକ୍ଷ ରୋପଣ , କଲେଜ କ୍ୟାମ୍ପସ କମିଟିରେ ଛାତ୍ରଛାତ୍ରୀଙ୍କୁ ସହଯୋଗ କରିବା,ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଓଡ଼ିଶାରେ ରକ୍ତର ଅଭାବ ରହୁଥିଲା। କିନ୍ତୁ ଏବେ ନାହିଁ। ଯୁବକ ମାନେ କିଭଳି ମୋଟିଭେଟ ହୋଇ ବିକାଶ ପାକ୍ରିୟାରେ ସାମିଲ ହେବେ, ଏହା ସହିତ ସୋସିଆଲ ମିଡିଆରେ ଲୋକଙ୍କ ସହ ଯୋଡ଼ି ହେବେ ଆଜିର ବୈଠକ ପରେ ନିଜ ଜିଲ୍ଲାରେ କିଭଳି ସଂଗଠନ କରିବେ ସେ ନେଇ ସାଙ୍ଗଠନିକ ସମ୍ପାଦକ କହିଛନ୍ତି।

KNews Bureau

Recent Posts

ସ୍କୁଲରେ ପାଠ ପଢ଼ାଇବେ ଅବସରପ୍ରାପ୍ତ ଅତିଥି ଶିକ୍ଷକ

ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…

5 mins ago

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

20 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

36 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

49 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

58 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

1 hour ago