ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର(କେ ନ୍ୟୁଜ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ଜୀବନ ନେଲା କରୋନା | ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ | ଆଜିର ଅପଡେଟକୁ ମିଶାଇ ରାଜ୍ୟରେ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ୩୪୭୧କୁ ବୃଦ୍ଧି ପାଇଛି |

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.